Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:18 - ପବିତ୍ର ବାଇବଲ (Re-edited) - (BSI)

18 ଦ୍ଵିତୀୟ ଦିନ ଈଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,

Gade chapit la Kopi

ଓଡିଆ ବାଇବେଲ

18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,

Gade chapit la Kopi




ଗଣନା ପୁସ୍ତକ 7:18
4 Referans Kwoze  

ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ୍।


ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ ;


ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।


ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


Swiv nou:

Piblisite


Piblisite