Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:21 - ପବିତ୍ର ବାଇବଲ (Re-edited) - (BSI)

21 ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ଓଡିଆ ବାଇବେଲ

21 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

Gade chapit la Kopi




ଗଣନା ପୁସ୍ତକ 7:21
5 Referans Kwoze  

ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର,।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ


Swiv nou:

Piblisite


Piblisite