Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:44 - ପବିତ୍ର ବାଇବଲ (Re-edited) - (BSI)

44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;

Gade chapit la Kopi

ଓଡିଆ ବାଇବେଲ

44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;

Gade chapit la Kopi




ଗଣନା ପୁସ୍ତକ 7:44
4 Referans Kwoze  

ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


ଆହୁରି, ସେମାନେ ହାଣ୍ତି ଓ କରଚୁଲି, କତୁରୀ ଓ କୁଣ୍ତ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।


Swiv nou:

Piblisite


Piblisite