Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:83 - ପବିତ୍ର ବାଇବଲ (Re-edited) - (BSI)

83 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଐନନର ପୁତ୍ର ଅହୀରର ଉପହାର।

Gade chapit la Kopi

ଓଡିଆ ବାଇବେଲ

83 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

83 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।

Gade chapit la Kopi




ଗଣନା ପୁସ୍ତକ 7:83
4 Referans Kwoze  

ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ


ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ଵାରା ଦତ୍ତ ହୋଇଥିଲା; ରୂପାର ଦ୍ଵାଦଶ ଥାଳୀ ଓ ରୂପାର ଦ୍ଵାଦଶ କୁଣ୍ତ ଓ ସ୍ଵର୍ଣ୍ଣର ଦ୍ଵାଦଶ ଚମସ;


ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;


Swiv nou:

Piblisite


Piblisite