Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:85 - ପବିତ୍ର ବାଇବଲ (Re-edited) - (BSI)

85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ତ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;

Gade chapit la Kopi

ଓଡିଆ ବାଇବେଲ

85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;

Gade chapit la Kopi

ପବିତ୍ର ବାଇବଲ

85 ପ୍ରତ୍ୟେକ ରୂପା ପାତ୍ର 130 ଶେକଲ ପ୍ରତ୍ୟେକ ରୂପାଗିନା ସତୁରି ଶେକଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

Gade chapit la Kopi




ଗଣନା ପୁସ୍ତକ 7:85
7 Referans Kwoze  

ଆଉ ସେମାନେ ପରମେଶ୍ଵରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳ; ସ୍ଵର୍ଣ୍ଣ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳ; ରୂପା ଓ ଅଠର ହଜାର ତାଳ; ପିତ୍ତଳ ଓ ଏକ ଲକ୍ଷ ତାଳ; ଲୁହା ଦେଲେ।


ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀର୍ର ସ୍ଵର୍ଣ୍ଣରୁ ତିନି ହଜାର ତାଳ; ସ୍ଵର୍ଣ୍ଣ ଓ ସାତ ହଜାର ତାଳ; ନିର୍ମଳ ରୂପାନ୍ତଣ ପ୍ର.ରା.୯:୨୮


ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।


ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା, ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ଵାରା ଦତ୍ତ ହୋଇଥିଲା; ରୂପାର ଦ୍ଵାଦଶ ଥାଳୀ ଓ ରୂପାର ଦ୍ଵାଦଶ କୁଣ୍ତ ଓ ସ୍ଵର୍ଣ୍ଣର ଦ୍ଵାଦଶ ଚମସ;


ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।


Swiv nou:

Piblisite


Piblisite