Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:86 - ପବିତ୍ର ବାଇବଲ (Re-edited) - (BSI)

86 ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।

Gade chapit la Kopi

ଓଡିଆ ବାଇବେଲ

86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।

Gade chapit la Kopi

ପବିତ୍ର ବାଇବଲ

86 ଉପଯୁକ୍ତ ମାପ ଅନୁସାରେ ପ୍ରତ୍ୟେକ ସ୍ୱର୍ଣ୍ଣ ଗ୍ଭମଚରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଗ୍ଭମଚର ସ୍ୱର୍ଣ୍ଣ ଦଶ ଶେକଲ ଥିଲା।

Gade chapit la Kopi




ଗଣନା ପୁସ୍ତକ 7:86
6 Referans Kwoze  

ପୁଣି ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।


ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଆସଇ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।


ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ତ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;


ହୋମ ନିମନ୍ତେ ସମୁଦାୟ ଦ୍ଵାଦଶ ଗୋରୁ ଓ ଦ୍ଵାଦଶ ମେଷ ଓ ଏକବର୍ଷୀୟ ଦ୍ଵାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ଵାଦଶ ଛାଗ;


ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ।


ଆଉ ଗୃହ ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖିଲେ ଓ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି ଆପଣା ଆପଣା ପେଡ଼ି ଫିଟାଇ ସୁନା, କୁନ୍ଦୁରୁ ଓ ଗନ୍ଧରସ ତାହାଙ୍କୁ ଦର୍ଶନୀ ଦେଲେ।


Swiv nou:

Piblisite


Piblisite