Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:10 - ପବିତ୍ର ବାଇବଲ (Re-edited) - (BSI)

10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ନିର୍ଭର ଦେବେ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ଉଚିତ୍। ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ଉପରେ ସେମାନଙ୍କର ହସ୍ତ ରଖିବେ।

Gade chapit la Kopi




ଗଣନା ପୁସ୍ତକ 8:10
7 Referans Kwoze  

ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ।


ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତର ନିର୍ଭର ଦେବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।


ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।


ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।


Swiv nou:

Piblisite


Piblisite