Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:13 - ପବିତ୍ର ବାଇବଲ (Re-edited) - (BSI)

13 ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

13 ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 8:13
7 Referans Kwoze  

ପୁଣି ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।


ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।


କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ଵୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।


ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।


Swiv nou:

Piblisite


Piblisite