Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:16 - ପବିତ୍ର ବାଇବଲ (Re-edited) - (BSI)

16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi

ଓଡିଆ ବାଇବେଲ

16 କାରଣ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi

ପବିତ୍ର ବାଇବଲ

16 କାରଣ ସେମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ସନ୍ତାନ ବଦଳରେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।

Gade chapit la Kopi




ଗଣନା ପୁସ୍ତକ 8:16
6 Referans Kwoze  

ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।


ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,


ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର।


ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।


Swiv nou:

Piblisite


Piblisite