Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:2 - ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’”

Gade chapit la Kopi

ପବିତ୍ର ବାଇବଲ

2 “ହାରୋଣଙ୍କୁ କୁହ, ମୁଁ ଦେଖାଇଥିବା ସ୍ଥାନରେ ସାତୋଟି ପ୍ରଦୀପ ରଖିବେ। ଯାହାଫଳରେ ସାତୋଟି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”

Gade chapit la Kopi




ଗଣନା ପୁସ୍ତକ 8:2
19 Referans Kwoze  

ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ଵଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ


ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି।


କିଏ ମୋʼ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲି ପଡ଼ିଲି। ଆଉ ବୁଲି ପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ଵଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀ ତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;


ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।


ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।


ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।


ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।


ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ଵଳାଇଲେ।


ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;


Swiv nou:

Piblisite


Piblisite