Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:4 - ପବିତ୍ର ବାଇବଲ (Re-edited) - (BSI)

4 ସେହି ଦୀପବୃକ୍ଷର କର୍ମ ସ୍ଵର୍ଣ୍ଣର ପିଟାକର୍ମ ଥଲା; ତହିଁର ଗଣ୍ତି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

4 ସେହିସବୁ ଦୀପରୁଖା ଆଧାର ଓ ତା'ର ଉପରର ଫୁଲ ଗୁଡ଼ିକ ପିଟା ସୁବର୍ଣ୍ଣରେ ନିର୍ମିତ ହୋଇଥିଲା। ସଦାପ୍ରଭୁ ମୋଶାଙ୍କୁ ନିର୍ଦ୍ଦେଶ ମୁତାବକ ମୋଶା ଦୀପରୁଖା ନିର୍ମାଣ କଲେ।

Gade chapit la Kopi




ଗଣନା ପୁସ୍ତକ 8:4
11 Referans Kwoze  

ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ତରେ ଦେବ।


ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ।


ଅତଏବ, ସ୍ଵର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ଵାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ଵର୍ଗୀୟ ବିଷୟଗୁଡ଼ିକ ତ ଏହିସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ଵାରା ଶୁଚିକୃତ ହେବାର ଆବଶ୍ୟକ।


ସେମାନେ ଯାହାର ସେବା କରନ୍ତି, ତାହା ସ୍ଵର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ଵୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ଵର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କରଁ।


ପୁଣି ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ତରେ ରଖିଲେ।


ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।


ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ଵଳାଇଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite