Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:11 - ପବିତ୍ର ବାଇବଲ (Re-edited) - (BSI)

11 ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ;

Gade chapit la Kopi

ଓଡିଆ ବାଇବେଲ

11 ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;

Gade chapit la Kopi

ପବିତ୍ର ବାଇବଲ

11 ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।

Gade chapit la Kopi




ଗଣନା ପୁସ୍ତକ 9:11
7 Referans Kwoze  

କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ତେ ଅସ୍ଥି ଭଗ୍ନ ହେବ ନାହିଁ।


ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୋଟୀ ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।


ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ଵାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;


Swiv nou:

Piblisite


Piblisite