Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:2 - ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;

Gade chapit la Kopi

ଓଡିଆ ବାଇବେଲ

2 “ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲ ଲୋକମାନଙ୍କୁ କୁହ, ସେମାନେ ନିରୂପିତ ସମୟରେ ନିସ୍ତାରପର୍ବ ପାଳନ କରନ୍ତୁ।

Gade chapit la Kopi




ଗଣନା ପୁସ୍ତକ 9:2
12 Referans Kwoze  

ଏଥି ଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାରପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।


ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।


ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୋଟୀ ପର୍ବର ସେହି ଦିନ ଉପସ୍ଥିତ ହେଲା;


ପରେ ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


ଅନନ୍ତର ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ଵର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।


ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।


ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।


ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।


ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, ଏହି ନିୟମ-ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।


Swiv nou:

Piblisite


Piblisite