Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:5 - ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ

5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ।

Gade chapit la Kopi




ଗଣନା ପୁସ୍ତକ 9:5
18 Referans Kwoze  

ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।


ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ।


ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ।


ଅତଏବ, ହେ ରାଜନ୍ ଆଗ୍ରିପ୍‍ପା, ମୁଁ ସେହି ସ୍ଵର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।


ଦେଖ, ସଦାପ୍ରଭୁ ମୋହର ପରମେଶ୍ଵର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ତଦନୁସାରେ ବ୍ୟବହାର କରିବାକୁ ହେବ।


ସଦାପ୍ରଭୁ ଯେ ଯେ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ।


ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଲେ, ମୋଶା ସେସମସ୍ତ ଇସ୍ରାଏଲ-ସନ୍ତାନଗଣକୁ କହିଲେ।


ଏହିରୂପେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।


ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।


ଏହି ପ୍ରକାରେ ସମାଗମ-ତମ୍ଵୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।


ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।


ତହିଁରେ ନୋହ ସେରୂପ କଲେ; ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।


ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।


ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।


ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।


Swiv nou:

Piblisite


Piblisite