Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:17 - ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଅନ୍ୟମାନେ ବିଶ୍ୱସ୍ତଭାବେ ଖ୍ରୀଷ୍ଟଙ୍କ ବାର୍ତ୍ତା ପ୍ରଚାର ନ କରି ସ୍ୱାର୍ଥପର ଉଦ୍ଦେଶ୍ୟ ନେଇ ତା’ କରିଛନ୍ତି। ମୁଁ ବନ୍ଦୀଶାଳାରେ ପଡ଼ିଥିବାବେଳେ ମୋ’ ମନରେ ଅଧିକ କଷ୍ଟ ଦେବାକୁ ସେମାନେ ତାହା କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

17 କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି କାରଣ ସେମାନେ ସ୍ୱାର୍ଥପର। ସେମାନେ ମନ୍ଦ ଅଭିପ୍ରାୟରେ ପ୍ରଗ୍ଭର କରନ୍ତି। ସେମାନେ ବନ୍ଦୀଘରେ ମୋ’ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଗ୍ଭହାନ୍ତି।

Gade chapit la Kopi




ଫିଲିପୀୟ 1:17
16 Referans Kwoze  

ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।


ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ।


ଏହି ପ୍ରକାରେ ସେ ଆତ୍ମପକ୍ଷସମର୍ଥନ କରୁଥିବା ସମୟରେ ଫେଷ୍ଟ ଉଚ୍ଚସ୍ଵରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।


ସେଥିରେ ଆଗ୍ରିପ୍‍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେତେବେଳେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷସମର୍ଥନ କରିବାକୁ ଲାଗିଲେ,


ଭ୍ରାତୃ ଓ ପିତୃବୃନ୍ଦ, ମୁଁ ବର୍ତ୍ତମାନ ଆପଣ-ମାନଙ୍କ ନିକଟରେ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶ୍ରବଣ କରନ୍ତୁ।


ଅତଏବ, କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;


କିନ୍ତୁ ଯେଉଁମାନେ ସ୍ଵାର୍ଥପର, ପୁଣି ସତ୍ୟର ଅନାଜ୍ଞା-ବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


ସେଥିରେ ବା କଅଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।


ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


Swiv nou:

Piblisite


Piblisite