Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:2 - ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆମ୍ଭମାନଙ୍କର ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi




ଫିଲିପୀୟ 1:2
4 Referans Kwoze  

ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ପିତା ଈଶ୍ଵରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେମେନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ।


Swiv nou:

Piblisite


Piblisite