ଫିଲିପୀୟ 1:26 - ପବିତ୍ର ବାଇବଲ (Re-edited) - (BSI)26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। Gade chapit laଓଡିଆ ବାଇବେଲ26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ । Gade chapit laପବିତ୍ର ବାଇବଲ (CL) NT (BSI)26 ତାହାହେଲେ, ତୁମ୍ଭେମାନେ ଜୀବନରେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ମୋ’ ପାଇଁ ଅଧିକ ଗର୍ବ ଅନୁଭବ କରିପାରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ। Gade chapit laପବିତ୍ର ବାଇବଲ26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ। Gade chapit la |
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। ଆଗୋ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।