Biblia Todo Logo
Bib sou entènèt

- Piblisite -




ଫିଲିପୀୟ 1:3 - ପବିତ୍ର ବାଇବଲ (Re-edited) - (BSI)

3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ।

Gade chapit la Kopi

ଓଡିଆ ବାଇବେଲ

3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯେତେ ଥର ମୁଁ ତୁମ୍ଭମାନଙ୍କୁ ସ୍ମରଣ କରେ, ମୋ’ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।

Gade chapit la Kopi

ପବିତ୍ର ବାଇବଲ

3-4 ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ।

Gade chapit la Kopi




ଫିଲିପୀୟ 1:3
10 Referans Kwoze  

ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦତ୍ତ ଈଶ୍ଵରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି,


ମୋହର ପିତୃପୁରୁଷମାନଙ୍କ ମତାନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ଵରଙ୍କର ଉପାସନା କରେ, ଦିବାରାତ୍ର ମୋହର ପ୍ରାର୍ଥନାରେ ନିରନ୍ତର ତୁମ୍ଭର ନାମ ଉଲ୍ଲେଖ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


ହଁ, ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ସକାଶେ ଆମ୍ଭେମାନେ ଯେ ସମସ୍ତ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ଵରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ କିପରି ଧନ୍ୟବାଦ ଦେଇ ପାରୁ?


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


Swiv nou:

Piblisite


Piblisite