Biblia Todo Logo
Bib sou entènèt

- Piblisite -




ଫିଲିପୀୟ 2:4 - ପବିତ୍ର ବାଇବଲ (Re-edited) - (BSI)

4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କେବଳ ନିଜର ସ୍ୱାର୍ଥ ପ୍ରତି ମନୋଯୋଗୀ ନ ହୋଇ ଅନ୍ୟମାନଙ୍କ ପ୍ରତି ମନୋଯୋଗୀ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।

Gade chapit la Kopi

ପବିତ୍ର ବାଇବଲ

4 କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।

Gade chapit la Kopi




ଫିଲିପୀୟ 2:4
15 Referans Kwoze  

କେହି ନିଜର ସ୍ଵାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।


ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ।


ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।


କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ?


କିନ୍ତୁ ଯେ କେହି ମୋʼଠାରେ ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରର ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା।


ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି।


ଏଥିରେ ମୋଶା ଗାଦର ସନ୍ତାନଗଣକୁ ଓ ରୁବେନର ସନ୍ତାନଗଣକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?


ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକି ଜଣାଇଲା; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାକୁ ତାହା ଜଣାଇଲା।


Swiv nou:

Piblisite


Piblisite