Biblia Todo Logo
Bib sou entènèt

- Piblisite -




ଫିଲିପୀୟ 3:21 - ପବିତ୍ର ବାଇବଲ (Re-edited) - (BSI)

21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।

Gade chapit la Kopi

ଓଡିଆ ବାଇବେଲ

21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।

Gade chapit la Kopi

ପବିତ୍ର ବାଇବଲ

21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।

Gade chapit la Kopi




ଫିଲିପୀୟ 3:21
18 Referans Kwoze  

ଆମ୍ଭମାନଙ୍କର ଜୀବନ ସ୍ଵରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା।, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି।


ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ଵର କହନ୍ତି, ଆମ୍ଭେ କ ଓ କ୍ଷ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ସେ ମୃତ୍ୟୁକୁ ଅନ; କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ଆମ୍ଭେମାନେ ତୁମ୍ଭ ପାଇଁ ରୂପା ଭୁଣ୍ତିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।


Swiv nou:

Piblisite


Piblisite