Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:10 - ପବିତ୍ର ବାଇବଲ (Re-edited) - (BSI)

10 ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ଏବେ ଅବଶେଷରେ ମୋ' ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋ' ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପ୍ରଭୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରିବା ବେଳେ, ମୋର ଆନନ୍ଦ ଯେ, ତୁମ୍ଭେମାନେ ମୋ’ ପ୍ରତି ମନୋଯୋଗୀ। ଅନେକ ଦିନ ପରେ ଏହାର ନିଦର୍ଶନ ଦେଖାଇଛ। ମୁଁ କହୁ ନାହିଁ ଯେ, ତୁମ୍ଭେମାନେ ଇତିମଧ୍ୟରେ ମୋ’ ପ୍ରତି ଆଉ ମନୋଯୋଗୀ ହୋଇ ନ ଥିଲ - କେବଳ ତାହା ପ୍ରକାଶ କରିବାକୁ ସୁଯୋଗ ପାଇ ନ ଥିଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ।

Gade chapit la Kopi




ଫିଲିପୀୟ 4:10
11 Referans Kwoze  

କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ଵରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ଵରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।


କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।


ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ।


ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା,


ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?


କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍‍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;


ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ।


ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।


Swiv nou:

Piblisite


Piblisite