Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:2 - ପବିତ୍ର ବାଇବଲ (Re-edited) - (BSI)

2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଇୟଦିଆ ଓ ସୁନ୍ତଖୀଙ୍କୁ ମୋର ଅନୁରୋଧ, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଭଉଣୀ ଭଳି ମିଳିମିଶି ଚଳନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

2 ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ।

Gade chapit la Kopi




ଫିଲିପୀୟ 4:2
12 Referans Kwoze  

ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।


ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ଵହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ଵାଦଯୁକ୍ତ କରିବ? ତୁମ୍ଭେମାନେ ଆପଣା ଆପଣାଠାରେ ଲବଣ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।


ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।


ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେମାନଙ୍କୁ କହିଲେ, ସାବଧାନ, ବାଟରେ କଳି କରିବ ନାହିଁ।


କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।


Swiv nou:

Piblisite


Piblisite