Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 10:1 - ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ ;

Gade chapit la Kopi

ଓଡିଆ ବାଇବେଲ

1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତାହାପରେ ମୁଁ ଦେଖିଲି, ଆଉ ଜଣେ ପରାକ୍ରାନ୍ତ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସୁଛନ୍ତି। ସେ ମେଘରେ ଆଚ୍ଛାଦିତ ହୋଇଥିଲେ ଏବଂ ମେଘଧନୁ ତାଙ୍କ ମସ୍ତକକୁ ଘେରି ରହିଥିଲା। ତାଙ୍କର ମୁଖ ସୂର୍ଯ୍ୟ ପରି ଏବଂ ପାଦଦ୍ୱୟ ଅଗ୍ନି ସ୍ତମ୍ଭ ପରି ଦେଖାଯାଉଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।

Gade chapit la Kopi




ପ୍ରକାଶିତ 10:1
28 Referans Kwoze  

ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି , ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।


ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?


ମଧ୍ୟ ତାଙ୍କ ଶରୀର ବୈଦୂର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ଵଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକାରଣ୍ୟର ରବ ତୁଲ୍ୟ।


ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ।


ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶ ପକ୍ଷୀ ଉଚ୍ଚ ସ୍ଵରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ଵନୀ କରିବାକୁ ଯାଉଅଛନ୍ତି।


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।


ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ଆମେନ୍।


ହେ ରାଜନ୍, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ, ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶମାନ ହେବାର ଦେଖିଲି।


ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହା ପରାକ୍ରମ ଓ ମହା ମହିମା ସହ ମେଘରେ ଆଗମନ କରିବା ଦେଖିବେ।


ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ ଓ ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।


ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।


କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେନ୍ତ ନୋହ ସମୟର ଜଳ ଆଉ ପୃଥିବୀକି ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।


ମିସର ବିଷୟକ ଭାରୋକ୍ତି। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ତାଙ୍କ ଚରଣଯୁଗଳ ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।


ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏହା କହିବା ବେଳେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,।


ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।


ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା।


Swiv nou:

Piblisite


Piblisite