Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 13:1 - ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ।

Gade chapit la Kopi

ଓଡିଆ ବାଇବେଲ

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା।

Gade chapit la Kopi




ପ୍ରକାଶିତ 13:1
21 Referans Kwoze  

ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ।


ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ,।


ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ତରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଓ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।


ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି।


ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ଜନନୀ।


ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍‍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।


ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;


ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକି, ସେହି ଅଶ୍ଵାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।


ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।


Swiv nou:

Piblisite


Piblisite