Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 13:4 - ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ପୁଣି, ସମସ୍ତେ ପଶୁକୁ କ୍ଷମତାପନ୍ନ କରିଥିବା ସର୍ପର ପୂଜା କଲେ। ସେମାନେ ପଶୁକୁ ମଧ୍ୟ ପୂଜା କରି କହିଲେ, “କିଏ ଏହି ପଶୁର ସମକକ୍ଷ ହେବ? କିଏ ତାହା ବିପକ୍ଷରେ ଯୁଦ୍ଧ କରିପାରିବ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?

Gade chapit la Kopi

ପବିତ୍ର ବାଇବଲ

4 ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”

Gade chapit la Kopi




ପ୍ରକାଶିତ 13:4
18 Referans Kwoze  

ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।


ତାହାର ଦାହର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?


ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।


ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ।


ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହିସମସ୍ତ କ୍ଳେଶ ଦ୍ଵାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍, ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠ ନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।


ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଦୀର୍ଘକାୟ, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?


ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?


ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।


ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।


Swiv nou:

Piblisite


Piblisite