Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୁଁ ଶୁଣିଲି, ସେମାନେ ଆହୁରି ଉଚ୍ଚ ସ୍ୱରରେ କହୁଛନ୍ତି, “ଈଶ୍ୱରଙ୍କ ସ୍ତୁତି ଗାନ କର। ସେହି ମହାନଗରୀକୁ ଧ୍ୱଂସ କରି ଦେଇଥିବା ଅଗ୍ନିର ଧୂମ ଚିରଦିନ ଉପରକୁ ଉଠୁଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ପୁଣି କହିଲେ: “ହାଲ୍ଲିଲୂୟା! ସେ ବେଶ୍ୟା ଜଳି ଯାଉଛି। ତାହାର ଧୂଆଁ ସର୍ବଦା ଉପରକୁ ଉଠୁଥିବ।”

Gade chapit la Kopi




ପ୍ରକାଶିତ 19:3
9 Referans Kwoze  

ତାହା ଦିବାରାତ୍ର ନିର୍ବାଣ ନୋହିବ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନ; କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।


ତାହାର ଦାହର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?


ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ;


ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି, ପୁଣି ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।


ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର,


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି।


ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, ଆମେନ୍, ହାଲ୍ଲିଲୂୟା।


Swiv nou:

Piblisite


Piblisite