Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:6 - ପବିତ୍ର ବାଇବଲ (Re-edited) - (BSI)

6 ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାୟତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ।

Gade chapit la Kopi

ଓଡିଆ ବାଇବେଲ

6 ହେଲେ, ତୁମ୍ଭର ଏହି ସଦ୍‌ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହି ସବୁ ଘୃଣା କରୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମାତ୍ର ତୁମ ସପକ୍ଷରେ ଗୋଟିଏ ବିଷୟ ଅଛି। ତାହା ହେଉଛି, ମୋ’ ପରି ତୁମ୍ଭେମାନେ ମଧ୍ୟ ନିକଲାଇତୀୟମାନଙ୍କର କାର୍ଯ୍ୟକଳାପକୁ ଘୃଣା କରୁଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେଲେ, ତୁମ୍ଭର ଏହି ସଦ୍‌ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ।

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭେ କେତେକ ଉତ୍ତମ କାର୍ଯ୍ୟ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ଯ୍ୟ କଳାପକୁ ଘୃଣା କର। ମୁଁ ମଧ୍ୟ ସେମାନଙ୍କର କାର୍ଯ୍ୟକୁ ଘୃଣା କରେ।

Gade chapit la Kopi




ପ୍ରକାଶିତ 2:6
7 Referans Kwoze  

ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ।


ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।


ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, ଦୁଷ୍ଟ-ମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ।


Swiv nou:

Piblisite


Piblisite