Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:8 - ପବିତ୍ର ବାଇବଲ (Re-edited) - (BSI)

8 ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 “ସୁର୍ଣ୍ଣାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯେ ଆଦି ଓ ଅନ୍ତ ଏବଂ ଯେ ମୃତ୍ୟୁ ବରଣ କରି ପୁଣି ଜୀବିତ ହେଲେ, ତାହାଙ୍କ ନିକଟରୁ ଏହି ବାର୍ତ୍ତା:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,

Gade chapit la Kopi

ପବିତ୍ର ବାଇବଲ

8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,

Gade chapit la Kopi




ପ୍ରକାଶିତ 2:8
8 Referans Kwoze  

ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ଵର କହନ୍ତି, ଆମ୍ଭେ କ ଓ କ୍ଷ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।


ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,


ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ।


ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅ;।


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ।


ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।


Swiv nou:

Piblisite


Piblisite