Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 4:9 - ପବିତ୍ର ବାଇବଲ (Re-edited) - (BSI)

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

Gade chapit la Kopi

ଓଡିଆ ବାଇବେଲ

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

Gade chapit la Kopi

ପବିତ୍ର ବାଇବଲ

9 ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।

Gade chapit la Kopi




ପ୍ରକାଶିତ 4:9
20 Referans Kwoze  

ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ;


ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।


ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।


ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି।


ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।


କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।


ସଦାପ୍ରଭୁ ଯୁଗାନୁକ୍ରମେ ଅନ; କାଳ ରାଜତ୍ଵ କରିବେ।


ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।


କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,


ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।


ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି;


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର।


ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।


ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,


ସେଥିପାଇଁ ସେମାନେ ଈଶ୍ଵରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କର ଉପାସନା କରନ୍ତି, ପୁଣି ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ଵରୂପ ହେବେ।


ପରେ ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ।।


Swiv nou:

Piblisite


Piblisite