Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 7:6 - ପବିତ୍ର ବାଇବଲ (Re-edited) - (BSI)

6 ଆଶେର ବଂଶରୁ ଦ୍ଵାଦଶ ସହସ୍ର, ନପ୍ତାଲୀ ବଂଶରୁ ଦ୍ଵାଦଶ ସହସ୍ର, ମନଃଶି ବଂଶରୁ ଦ୍ଵାଦଶ ସହସ୍ର,

Gade chapit la Kopi

ଓଡିଆ ବାଇବେଲ

6 ଆଶେର ବଂଶରୁ ବାର ହଜାର, ନପ୍ତାଲୀ ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଶେର ବଂଶରୁ ବାର ହଜାର, ନପ୍ତାଲି ବଂଶରୁ ବାର ହଜାର, ମନଃଶି ବଂଶରୁ ବାର ହଜାର,

Gade chapit la Kopi

ପବିତ୍ର ବାଇବଲ

6 ଆଶେର ପରିବାରବର୍ଗରୁ 12,000 ନପ୍ତାଲି ପରିବାରବର୍ଗରୁ 12,000 ମନଃଶି ପରିବାରବର୍ଗରୁ 12,000

Gade chapit la Kopi




ପ୍ରକାଶିତ 7:6
3 Referans Kwoze  

ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା। ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।


ଯିହୁଦା ବଂଶରୁ ଦ୍ଵାଦଶ ସହସ୍ର, ରୁବେନ ବଂଶରୁ ଦ୍ଵାଦଶ ସହସ୍ର, ଗାଦ ବଂଶରୁ ଦ୍ଵାଦଶ ସହସ୍ର,


ଶିମୀୟୋନ ବଂଶରୁ ଦ୍ଵାଦଶ ସହସ୍ର, ଲେବୀ ବଂଶରୁ ଦ୍ଵାଦଶ ସହସ୍ର, ଇସାଖର ବଂଶରୁ ଦ୍ଵାଦଶ ସହସ୍ର,


Swiv nou:

Piblisite


Piblisite