Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:1 - ପବିତ୍ର ବାଇବଲ (Re-edited) - (BSI)

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରାଣ ଭାଙ୍ଗିଲେ, ସେତେବେଳେ ସ୍ଵର୍ଗରେ ପ୍ରାୟ ଅର୍ଦ୍ଧ ଘଟିକା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ମେଷଶାବକ ସପ୍ତମ ମୋହରଟି ଭାଙ୍ଗିବା କ୍ଷଣି ସ୍ୱର୍ଗରେ ପ୍ରାୟ ଅଧଘଣ୍ଟା ଯାଏ ସମ୍ପୂର୍ଣ୍ଣ ନିସ୍ତବ୍ଧତା ବିରାଜମାନ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ମେଷଶାବକ ସପ୍ତମ ମୁଦ୍ରା ଖୋଲିଲେ। ସେତେବେଳେ ସ୍ୱର୍ଗରେ ଅଧଘଣ୍ଟା ପର୍ଯ୍ୟନ୍ତ ନୀରବତା ଥିଲା।

Gade chapit la Kopi




ପ୍ରକାଶିତ 8:1
14 Referans Kwoze  

ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।


ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣଙ୍କୁ ବଜ୍ରନିର୍ଘୋଷ ସ୍ଵରରେ ଏହା କହୁଥିବା ଶୁଣିଲି, ଆସ।


ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ।


ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶଦ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,


ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହାଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମନିର୍ମିତ କମ୍ଵଳ ପରି କୃଷ୍ଣବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତବର୍ଣ୍ଣ ହେଲା,


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦତ୍ତ ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।


ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ।


ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ। ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କୃଷ୍ଣବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।


ମେଷଶାବକ ଯେତେବେଳେ ଦ୍ଵିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ଵିତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ।


ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,


ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।


Swiv nou:

Piblisite


Piblisite