Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:4 - ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ଵରଙ୍କ ସମ୍ମୁଖରେ ଉତ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ୱରଙ୍କ ସମ୍ମୁଖରେ ଉଠିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେହି ସ୍ୱର୍ଗଦୂତଙ୍କ ହାତରେ ଜଳୁଥିବା ଧୂପର ଧୂଆଁ ସହିତ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନା ମିଶି ଯାଇ ଉପରକୁ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

4 ସ୍ୱର୍ଗଦୂତ ଏହି ପ୍ରାର୍ଥନାଯୁକ୍ତ ଧୂପକୁ ବେଦୀ ଉପରେ ପକାନ୍ତେ ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପରକୁ ଉଠିଲା।

Gade chapit la Kopi




ପ୍ରକାଶିତ 8:4
7 Referans Kwoze  

ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।


ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପାଚୀ ଥିଲା, ପୁଣି ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଯୋଗ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।


ଆଉ ଈଶ୍ଵରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଳେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ।


ଆଉ ତୁମ୍ଭେ ଧୂପ ଜ୍ଵଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;


ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି।


Swiv nou:

Piblisite


Piblisite