ପ୍ରକାଶିତ 8:9 - ପବିତ୍ର ବାଇବଲ (Re-edited) - (BSI)9 ପୁଣି ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। Gade chapit laଓଡିଆ ବାଇବେଲ9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)9 ସମୁଦ୍ର ପ୍ରାଣୀମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମରିଗଲେ ଏବଂ ସମୁଦ୍ରରେ ଥିବା ଜାହାଜଗୁଡ଼ିକର ଏକ ତୃତୀୟାଂଶ ଧ୍ୱଂସ ପାଇଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। Gade chapit laପବିତ୍ର ବାଇବଲ9 ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି।