Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:3 - ପବିତ୍ର ବାଇବଲ (Re-edited) - (BSI)

3 ଏଉତ୍ତାରୁ ନୟମୀର ସ୍ଵାମୀ ଏଲିମେଲକର ମୃତ୍ୟୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।

Gade chapit la Kopi

ଓଡିଆ ବାଇବେଲ

3 ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।

Gade chapit la Kopi

ପବିତ୍ର ବାଇବଲ

3 ଏହା ପରେ ନୟମୀର ସ୍ୱାମୀ ଏଲିମେଲକ ମରିଗଲା। କେବଳ ନୟମୀ ଓ ତା'ର ଦୁଇ ପୁତ୍ର ବଞ୍ଚି ରହିଲେ।

Gade chapit la Kopi




ରତର ବିବରଣ 1:3
6 Referans Kwoze  

ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।


ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ସ୍ତ୍ରୀ ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, ଆପଣଙ୍କ ଦାସ ମୋʼ ସ୍ଵାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।


ସେ ଲୋକର ନାମ ଏଲିମେଲକ ଓ ତାହାର ଭାର୍ଯ୍ୟାର ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କର ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥ୍ଲିହିମ-ଯିହୁଦାର ଏଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।


ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କଲେ, ଜଣକର ଭାର୍ଯ୍ୟାର ନାମ ଅର୍ପା, ଆନର ନାମ ରୂତ; ପୁଣି ସେମାନେ ଊଣାଧିକ ଦଶ ବର୍ଷ ଯାଏ ସେଠାରେ ବାସ କଲେ।


Swiv nou:

Piblisite


Piblisite