ରତର ବିବରଣ 1:7 - ପବିତ୍ର ବାଇବଲ (Re-edited) - (BSI)7 ଏଣୁ ଆପଣା ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ। Gade chapit laଓଡିଆ ବାଇବେଲ7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ। Gade chapit laପବିତ୍ର ବାଇବଲ7 ତେଣୁ ସେ ତା'ର ପୁତ୍ର ବଧୂମାନଙ୍କୁ ଧରି ତା'ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା। Gade chapit la |