Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:8 - ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ନୟମୀ ଆପଣା ଦୁଇ ପୁତ୍ରବଧୂଙ୍କୁ କହିଲା, ତୁମ୍ଭେମାନେ ଆପଣା ଆପଣା ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ତଦ୍ରୂପ ଦୟା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ନୟମୀ ତା'ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ।

Gade chapit la Kopi




ରତର ବିବରଣ 1:8
14 Referans Kwoze  

ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ର ଓ ସ୍ଵାମୀବିହୀନା ହୋଇ ରହିଲା।


ଏଥିରେ ନୟମୀ ଆପଣା ପୁତ୍ରବଧୂକୁ କହିଲା, ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ। ନୟମୀ ଆହୁରି କହିଲା, ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।


ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ଵାମୀମାନଙ୍କ ବଶୀଭୂତା ହୁଅ।


ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,


ହେ ସ୍ତ୍ରୀମାନେ, ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା, ସେହିପରି ଆପଣା ଆପଣା ସ୍ଵାମୀର ବଶୀଭୂତା ହୁଅ,


ଏଣୁ ଆପଣା ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ।


ତୁମ୍ଭେ ଦୁଇ ଜଣ ଆପଣା ଆପଣା ସ୍ଵାମୀ ଗୃହରେ ଯେପରି ଆଶ୍ରୟ ପାଅ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ; ଅନନ୍ତର ସେ ସେମାନଙ୍କୁ ଚୁମ୍ଵନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ଵରରେ ରୋଦନ କଲେ।


ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।


ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।


Swiv nou:

Piblisite


Piblisite