Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:4 - ପବିତ୍ର ବାଇବଲ (Re-edited) - (BSI)

4 ଆଉ ଦେଖ, ବୋୟଜ ବେଥ୍ଲିହିମଠାରୁ ଆସି ଶସ୍ୟଚ୍ଛେଦକମାନଙ୍କୁ କହିଲା, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ; ସେମାନେ ଉତ୍ତର କଲେ,ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

4 ଏହା ପରେ ବୋୟାଜ ବୈ‌ଥ୍‌ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।” ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।”

Gade chapit la Kopi




ରତର ବିବରଣ 2:4
21 Referans Kwoze  

ଶାନ୍ତିଦାତା ପ୍ରଭୁ ସ୍ଵୟଂ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।


ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।


ତହିଁରେ ନଗରଦ୍ଵାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକି କରନ୍ତୁ; ଆଉ, ତୁମ୍ଭେ ଏଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥ୍ଲିହିମରେ ତୁମ୍ଭର ସୁଖ୍ୟାତି ହେଉ।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।


ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ଵାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜ୍ଞାନ କରି ତୁଚ୍ଛ ନ କରନ୍ତୁ ବରଂ ଅଧିକ ଯନି ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ଵାରା ଉପକାର ପାଆନ୍ତି, ସେମାନେ ବିଶ୍ଵାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।


ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟଚ୍ଛେଦକମାନଙ୍କର ପଶ୍ଚାତ୍ ପଶ୍ଚାତ୍ ରାଁ କରିବାକୁ ଲାଗିଲା; ଆଉ ଘଟନାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ତରେ ପହଞ୍ଚିଲା।


ତେବେ ବୋୟଜ ଶସ୍ୟଚ୍ଛେଦକମାନଙ୍କ ଉପରେ ନିଯୁକ୍ତ ଆପଣା ଯୁବାକୁ ପଚାରିଲା, ଏହି ଯୁବତୀଟି କାହାର?


ସର୍ବଶକ୍ତିମାନ୍ ପରମେଶ୍ଵର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବ; ଓ ବହୁପ୍ରଜାବ; କରନ୍ତୁ।


ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;


ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏକଜଣ ପରି ସଂହାର କରିବ।


ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।


ଶଲ୍ମ ବୈଥ୍ଲେହମ୍ର ପିତା, ହାରେଫ୍ ବୈଥ୍ଗାଦରର ପିତା;


ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି: ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, “ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”


Swiv nou:

Piblisite


Piblisite