Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:1 - ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ନୟମୀ ଋତର ଶାଶୁ ତାଙ୍କୁ କହିଲେ, “ହେ ମୋର କନ୍ୟା, ମୁଁ ତୁମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହେବ।

Gade chapit la Kopi




ରତର ବିବରଣ 3:1
10 Referans Kwoze  

ତୁମ୍ଭେ ଦୁଇ ଜଣ ଆପଣା ଆପଣା ସ୍ଵାମୀ ଗୃହରେ ଯେପରି ଆଶ୍ରୟ ପାଅ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ; ଅନନ୍ତର ସେ ସେମାନଙ୍କୁ ଚୁମ୍ଵନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ଵରରେ ରୋଦନ କଲେ।


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ,।


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;


କିନ୍ତୁ, ଯଦି କୌଣସି ଲୋକ ନିଜ କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହାପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ।


ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେ ଯେ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କଲି, ତାହା ପାଳନ କର।


ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


ଏଣୁ ଯବ ଓ ଗହମ ଶସ୍ୟଚ୍ଛେଦନ ସମାପ୍ତି ପର୍ଯ୍ୟନ୍ତ ସେ ରାଁ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ଆପଣା ଶାଶୁ ସହିତ ବାସ କଲା।


ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।


Swiv nou:

Piblisite


Piblisite