Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:2 - ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।

Gade chapit la Kopi

ପବିତ୍ର ବାଇବଲ

2 ହୋଇପାରେ ବୋୟାଜ ହେଉଛନ୍ତି ଉପଯୁକ୍ତ ପ୍ରସ୍ତାବ। ବୋୟାଜ ହେଉଛି ଆମ୍ଭର ନିକଟ ସମ୍ପର୍କୀୟ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣା ଖଳାରେ ରାତ୍ରି ସମୟରେ ଜବ ଝାଡ଼ୁଅଛି।

Gade chapit la Kopi




ରତର ବିବରଣ 3:2
8 Referans Kwoze  

ତହିଁରେ ବୋୟଜ ରୂତକୁ କହିଲା, ଆଗୋ ମୋହର କନ୍ୟେ, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ରାଁ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।


ନୟମୀର ସ୍ଵାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଏକ ଜଣ ମହାବିକ୍ରମଶାଳୀ ଜ୍ଞାତି ଥିଲା।


ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?


ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ।


Swiv nou:

Piblisite


Piblisite