Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:8 - ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, ତୁମ୍ଭେ ଆପେ ତାହା କିଣ, ସେତେବେଳେ ସେ ଆପଣା ପାଦୁକା କାଢ଼ି ଦେଲା।

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

Gade chapit la Kopi

ପବିତ୍ର ବାଇବଲ

8 ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟାଜକୁ “ସେହି ଭୂମି କିଣିବାକୁ” କହିଲା। ସେ ତା'ର ପାଦୁକା କାଢ଼ି ତାଙ୍କୁ ଦେଲା।

Gade chapit la Kopi




ରତର ବିବରଣ 4:8
3 Referans Kwoze  

ତେବେ ତାହାର ଭ୍ରାତୃଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେ କେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।


ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ଆପଣା ପାଦୁକା କାଢ଼ି ଆନ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ଵରୂପ ହେଲା।


ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।


Swiv nou:

Piblisite


Piblisite