Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:9 - ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ବୋୟାଜ, ପ୍ରାଚୀନବର୍ଗ ଓ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଆଜି ଆପଣମାନେ ସମସ୍ତେ ସାକ୍ଷୀ। ମୁଁ ଆଜି ନୟମୀଠାରୁ ସମସ୍ତ କିଣୁଅଛି। ଯାହାକି ସବୁ ଏଲିମେଲକ, କିଲିୟୋନ ଏବଂ ମହଲୋନର ଥିଲା।

Gade chapit la Kopi




ରତର ବିବରଣ 4:9
6 Referans Kwoze  

ସେ ଲୋକର ନାମ ଏଲିମେଲକ ଓ ତାହାର ଭାର୍ଯ୍ୟାର ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କର ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥ୍ଲିହିମ-ଯିହୁଦାର ଏଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।


ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, ତୁମ୍ଭେ ଆପେ ତାହା କିଣ, ସେତେବେଳେ ସେ ଆପଣା ପାଦୁକା କାଢ଼ି ଦେଲା।


ଆହୁରି ଆପଣା ଭ୍ରାତୃଗଣ ମଧ୍ୟରୁ ଓ ଆପଣା ବସତି-ସ୍ଥାନର ଦ୍ଵାରରୁ ସେହି ମୃତବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ଭାର୍ଯ୍ୟା ମୋୟାବ ଦେଶୀୟା ରୂତକୁ ଆପଣା ଭାର୍ଯ୍ୟା ରୂପେ ଲାଭ କଲି; ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।


ପ୍ରଭୋ, ସେପରି ହେବ ନାହିଁ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ଵବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ମୃତକୁ କବର ଦେଉନ୍ତୁ।


Swiv nou:

Piblisite


Piblisite