Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:10 - ପବିତ୍ର ବାଇବଲ

10 କୂ‌ଶ୍‌ଙ୍କର ବଂଶଧରମାନଙ୍କ ମଧ୍ୟରୁ ନିମ୍ରୋଦ ନାମକ ଜଣେ ବ୍ୟକ୍ତି ବୃଦ୍ଧିପ୍ରାପ୍ତ ହୋଇ ପୃଥିବୀର ସବୁଠାରୁ ଶକ୍ତିଶାଳୀ ଯୋଦ୍ଧା ହେବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, କୂଶ୍ ନିମ୍ରୋଦକୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

10 ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।

Gade chapit la Kopi




1 ବଂଶାବଳୀ 1:10
4 Referans Kwoze  

ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗ ବ୍ୟବହାର କରିବେ ଓ ଅଶୂରୀୟମାନଙ୍କୁ ଶାସନ କରିବେ। ସେମାନେ ମଧ୍ୟ ନିମ୍ରୋଦ ଦେଶର ଲୋକମାନଙ୍କୁ ହସ୍ତରେ ‌‌ଖ‌ଡ଼୍‌ଗ ଧାରଣ କରି ଶାସନ କରିବେ। କିନ୍ତୁ ଇସ୍ରାଏଲର ଶାସକ ଯେଉଁ ଅଶୂରୀୟମାନେ ଆମ୍ଭ ଦେଶକୁ ଆସିବେ ଓ ଆମ୍ଭ ସୀମା ମଧ୍ୟରେ ପ୍ରବେଶ କରିବେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ପୁଣି କୂଶଙ୍କର ପୁତ୍ରମାନେ ଥିଲେ: ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା। ରୟମାର ସନ୍ତାନମାନେ ଶିବା ଓ ଦଦାନ୍।


ମିଶ୍ରୟୀମ (ମିଶର), ଲୂଦୀୟ, ଅନାମୀୟ, ଲହାବୀୟ ଓ ନପ୍ତୂହୀୟମାନଙ୍କର ପିତା ଥିଲେ।


Swiv nou:

Piblisite


Piblisite