Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:12 - ପବିତ୍ର ବାଇବଲ

12 ପଥ୍ରୋଷୀୟ, କ‌‌ସ୍‌‌ଲୁହୀୟ ଓ (ପଲେଷ୍ଟୀୟମାନେ କ‌‌ସ୍‌‌ଲୁହରୁ ଆସିଲେ) କପ୍ତୋରୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

12 ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।

Gade chapit la Kopi




1 ବଂଶାବଳୀ 1:12
6 Referans Kwoze  

ସଦାପ୍ରଭୁ ଏହା କୁହନ୍ତି, “ହେ ଇସ୍ରାଏଲ ସନ୍ତାନମାନେ, ତୁମ୍ଭେମାନେ ଆମ୍ଭ ନିକଟରେ କୂଶୀୟ ସନ୍ତାନମାନଙ୍କ ତୁଲ୍ୟ। ଆମ୍ଭେ ମିଶରରୁ ଇସ୍ରାଏଲକୁ, କପ୍ତୋରରୁ ପଲେଷ୍ଟୀୟକୁ ଓ ବୀରଦେଶରୁ ଅରାମୀୟମାନଙ୍କୁ ଆଣିଅଛୁ।”


ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ୱଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ସମୟ ଆସୁଅଛି। ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।


ପରମେଶ୍ୱର ଠିକ୍ ସେହିପରି ମଧ୍ୟ କରିଥିଲେ। କପ୍ତୋରୀୟମାନଙ୍କ ପ୍ରତି ଅବ୍ବୀୟ ଲୋକମାନେ ଘସା ନିକଟବର୍ତ୍ତୀ ସହରରେ ବାସ କରୁଥିଲେ। କିନ୍ତୁ କପ୍ତୋରୀୟ ଲୋକେ ଅବ୍ବୀୟମାନଙ୍କୁ ଧ୍ୱଂସ କଲେ। ସେହି କପ୍ତୋରୀୟ ଲୋକମାନେ ସେମାନଙ୍କଠାରୁ ଅଧିକାର ଛିନ୍ନ କରି ସେଠାରେ ଏବେ ପର୍ଯ୍ୟନ୍ତ ବାସ କରୁଛନ୍ତି।


ପଥ୍ରୋଷୀୟ, କ‌ସ୍‌ଲୁହୀୟ ଓ କପ୍ତୋରିୟ (ଏହି ପଲେଷ୍ଟୀୟ ଲୋକମାନେ କ‌ସ୍‌ଲୁହୀୟରୁ ଆସିଲେ।)


ମିଶ୍ରୟୀମ (ମିଶର), ଲୂଦୀୟ, ଅନାମୀୟ, ଲହାବୀୟ ଓ ନପ୍ତୂହୀୟମାନଙ୍କର ପିତା ଥିଲେ।


କିଣାନ ସୀଦୋନର ପିତା ଥିଲା। ସୀଦୋନ ତାହାର ପ୍ରଥମ ସନ୍ତାନ ଥିଲା। କିଣାନ ହିତ୍ତୀୟମାନଙ୍କର


Swiv nou:

Piblisite


Piblisite