1 ବଂଶାବଳୀ 1:14 - ପବିତ୍ର ବାଇବଲ14 ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ; Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ Gade chapit laଓଡିଆ ବାଇବେଲ14 ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ, Gade chapit la |
ଗିବିୟୋନୀୟମାନେ ଇସ୍ରାଏଲୀୟ ନ ଥିଲେ। ସେମାନେ ଇମୋରୀୟ ବଂଶଧର ଥିଲେ। ଇସ୍ରାଏଲୀୟମାନେ ପ୍ରତିଜ୍ଞା କରିଥିଲେ ସେମାନେ ଗିବିୟୋନୀୟମାନଙ୍କୁ ହତ୍ୟା କରିବେ ନାହିଁ। କିନ୍ତୁ ଶାଉଲ ସେମାନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇସ୍ରାଏଲୀୟମାନଙ୍କ ପ୍ରତି ଓ ଯିହୁଦାମାନଙ୍କ ପ୍ରତି ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ। ରାଜା ଗିବିୟୋନୀୟମାନଙ୍କୁ ଡକାଇ କଥାବାର୍ତ୍ତା କଲେ।
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”