Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:19 - ପବିତ୍ର ବାଇବଲ

19 ଏବରର ଦୁଇ ପୁତ୍ର ଥିଲେ। ଜଣକର ନାମ ଥିଲା ପେଲଗ୍; କାରଣ ତାହାର ଜନ୍ମ ସମୟରେ ପୃଥିବୀର ଲୋକମାନଙ୍କ ମଧ୍ୟରେ ଭାଷାର ପ୍ରଭେଦ ଜନ୍ମିତ ଥିଲା। ଯକ୍ତନ୍ ପେଲ‌ଗ୍‌ଙ୍କର ଭ୍ରାତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।

Gade chapit la Kopi




1 ବଂଶାବଳୀ 1:19
6 Referans Kwoze  

ଯେଫତର ବଡ଼ଭାଇ ଶେମଙ୍କର ମଧ୍ୟ ସନ୍ତାନସନ୍ତତି ଥିଲେ, ସେହି ଏବର ଯେଫତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲା।


ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପେଲଗ୍, କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ଯକ୍ତନ।


ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଓ ଏବରକୁ ପରାସ୍ତ କରିବେ। କିନ୍ତୁ ଏହି ଜାହାଜଗୁଡ଼ିକ ମଧ୍ୟ ଧ୍ୱଂସ ହେବେ।”


ଅର୍ଫ‌କ୍‌ଷଦ, ଶେଲହଙ୍କର ପିତା ଥିଲେ। ଶେଲହ ଏବରଙ୍କ ପିତା ଥିଲା।


ଏହି ଯକ୍ତନ୍, ଅ‌ଲ୍‌ମୋଦଦ, ଶେଲଫ୍, ହ‌ତ୍‌ସ‌‌ର୍‌ମାବତ୍, ଯେରହ


Swiv nou:

Piblisite


Piblisite