Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:23 - ପବିତ୍ର ବାଇବଲ

23 ଓଫୀର, ହବୀଲା, ଯୋବବଙ୍କର ପିତା ଥିଲେ। ଏହି ସମସ୍ତ ବ୍ୟକ୍ତି ଯକ୍ତନର ପୁତ୍ରଗଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଓ ଓଫୀର ଓ ହବୀଲା ଓ ଯୋବବକୁ ଜାତ କଲା। ଏମାନେ ଯକ୍ତନର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

23 ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।

Gade chapit la Kopi




1 ବଂଶାବଳୀ 1:23
12 Referans Kwoze  

ଦୁର୍ଲୋଭ ସୁବର୍ଣ୍ଣ ପରି ଅଳ୍ପ, କେତେକ ଉତ୍ତମ ଲୋକ ରହିବେ ଓ ସେମାନେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ୱଳ ଭାବରେ ଦୀପ୍ତି ବିକାଶ କରିବେ।


ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।


ତୁମ୍ଭେ ତୁମ୍ଭର ସୁବର୍ଣ୍ଣକୁ ଧୂଳି ମାଟି ଛଡ଼ା କିଛି ନୁହେଁ ବୋଲି ଭାବ। ତୁମ୍ଭର ମୂଲ୍ୟବାନ ସୁନାକୁ ନଦୀର ପଥର ଖଣ୍ଡ ସଦୃଶ ବିଗ୍ଭର କର।


ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦେଇଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରୌପ୍ୟ ଦେଇଅଛି। ଏହି ରୌପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଧିଷ୍ଟ।


ହୀରମଙ୍କର ଜାହାଜରେ ଓଫୀରରୁ ସୁନା ଆସିଥିଲା, ସେହିସବୁ ଜାହାଜରେ ମଧ୍ୟ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।


ଆଉ ସେମାନେ ଓଫୀରକୁ ଯାଇ ସେଠାରୁ 420 ତାଳନ୍ତ ସୁନା ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।


ଶାଉଲ ଅମାଲେକମାନଙ୍କୁ ପରାସ୍ତ କଲେ। ସେ ହବୀଲାଠାରୁ ମିଶର ସୀମାବର୍ତ୍ତୀ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆକ୍ରମଣ କଲେ।


ଏହା ପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖରେ ଶୂରଠୁ ଅଶୂରିୟା ଦିଗରେ ବସତି କଲେ। ସେମାନେ ନିଜ ନିଜ ପାଖରେ ବାସ କଲେ ଏବଂ ଇଶ୍ମାଏଲ ଆପଣାର ବଂଶଧର ଭାଇମାନଙ୍କ ସମ୍ମୁଖରେ ବସତି କଲେ।


ଓଫୀର, ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ।


ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି।


ଓବଲ, ଅବୀମାୟେଲ, ଶିବା,


ଶେମଙ୍କର ବଂଶଧରଗଣ ଥିଲେ: ଶେମ, ଅର୍ଫ‌କ୍‌ଷଦ, ଶେଲହ;


Swiv nou:

Piblisite


Piblisite