Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:32 - ପବିତ୍ର ବାଇବଲ

32 କଟୂରା ଅବ୍ରହାମଙ୍କର ଜଣେ ଦାସୀ ଥିଲେ। ସେ ସିମ୍ରନ୍, ଯକ୍‌ଷନ୍, ମଦାନ୍, ମିଦିୟନ୍, ଯି‌ଶ୍‌ବକ୍, ଓ ଶୂହକୁ ଜନ୍ମ ଦେଲେ। ଯକ୍‌ଷନଙ୍କର ପୁତ୍ରମାନେ ଥିଲେ: ଶିବା ଓ ଦଦାନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଅବ୍ରହାମଙ୍କର ଉପପନିୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍ ଓ ଯକ୍ଷନ୍ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ୍ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ୍।

Gade chapit la Kopi

ଓଡିଆ ବାଇବେଲ

32 ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।

Gade chapit la Kopi




1 ବଂଶାବଳୀ 1:32
19 Referans Kwoze  

ଦଦାନ ତୁମ୍ଭକୁ ଭଲ ବ୍ୟବସାୟ ଦେଲା। ସେମାନେ ତୁମ୍ଭ ସହିତ ଘୋଡ଼ାଗୁଡ଼ିକ ଆରୋହଣ କରିବା ପାଇଁ ମୋଟା ସୂତାର ବସ୍ତ୍ର ବାଣିଜ୍ୟ କଲେ।


ତେଣୁ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ଇଦୋମ ବିପକ୍ଷରେ ମୋର ହସ୍ତ ଉତ୍ତୋଳନ କରିବି ଓ ତାହା ମଧ୍ୟରୁ ମନୁଷ୍ୟ ଓ ପଶୁମାନଙ୍କୁ ବିନାଶ କରିବି ଏବଂ ମୁଁ ତୈମ‌‌‌ନ୍‌‌‌ଠାରୁ ଦଦାନ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କରିବି।


ହେ ଦଦାନ୍ ନିବାସୀଗଣ, ତୁମ୍ଭେମାନେ ପଳାଅ। ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର। କାରଣ ଆମ୍ଭେ ଏଷୌରକୁ ତା'ର ଦୁଷ୍କର୍ମ ଲାଗି ଦଣ୍ଡ ଦେବା।


ପୁଣି ଦଦାନ୍, ଢେମା ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସେହି ପାତ୍ରରୁ ପାନ କଲେ।


ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ଯୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସେମାନେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବେ।


ଆରବ ବିଷୟକ ଦୁଃଖବାର୍ତ୍ତା। ଦଦନୀୟ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧ୍ୟରେ ରାତ୍ରି ଯାପନ କଲେ।


ରାଜା ଦୀର୍ଘଜୀବୀ ହୁଅନ୍ତୁ ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ। ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।


ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି ଆଣନ୍ତୁ।


ମୋର ବ୍ୟବସାୟୀ ପାଣିର ଅନ୍ୱେଷଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।


ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ପ୍ରିୟ ଶଲୋମନଙ୍କ ସୁଖ୍ୟାତି ଶୁଣି କଠିନ ପ୍ରଶ୍ନଦ୍ୱାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।


“ଇସ୍ରାଏଲ ଲୋକମାନଙ୍କ ସକାଶେ ମିଦିୟନୀୟମାନଙ୍କ ଉପରେ ପ୍ରତିଶୋଧ ନିଅ। ତା'ପରେ ତୁମ୍ଭେ ମୃତ୍ୟୁବରଣ କରିବ।”


ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିୟନୀୟା ସ୍ତ୍ରୀ କି ଆଣିଲା। ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ବିଳାପ କରୁଥିଲେ।


ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।


ଏସମସ୍ତେ ଇ‌ଶ୍‌ମାୟେଲଙ୍କର ପୁତ୍ରମାନେ ଥିଲେ।


ମିଦିୟନର ପୁତ୍ରଗଣ ଥିଲେ: ଐଫା, ଏଫର, ହନୋକ, ଅବୀଦ, ଇଲଦାୟା। ଏହି ସମସ୍ତ ବ୍ୟକ୍ତିମାନେ କଟୂରାର ବଂଶଧର ଥିଲେ।


Swiv nou:

Piblisite


Piblisite