Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:42 - ପବିତ୍ର ବାଇବଲ

42 ଏତ୍‌ସରଙ୍କର ପୁତ୍ରମାନେ ଥିଲେ: ବି‌ଲ୍‌ହନ୍, ସାବନ୍ ଓ ଯାକନ୍। ଦୀଶନର ପୁତ୍ରମାନେ ଥିଲେ: ଊସ୍ ଓ ଅରାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍। ଦୀଶନର ପୁତ୍ର ଊସ୍ ଓ ଅରାଣ।

Gade chapit la Kopi

ଓଡିଆ ବାଇବେଲ

42 ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।

Gade chapit la Kopi




1 ବଂଶାବଳୀ 1:42
5 Referans Kwoze  

ହେ ଇଦୋମର କନ୍ୟା ଓ ଉଷ ଦେଶ ନିବାସିନୀ, ତୁମ୍ଭେମାନେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସେହି କ୍ରୋଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ଯିବ। ତୁମ୍ଭେମାନେ ତାହା ପାନ କରି ମତ୍ତ ହେବ ଓ ଉଲଗ୍ନା ହେବ।


ତା'ପରେ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗି‌‌ଦ୍‌‌‌ଗଦରେ ଛାଉଣି ସ୍ଥାପନ କଲେ।


ଅନାର ପୁତ୍ର ଦିଶୋନ୍। ଆଉ ଦିଶୋନର ପୁତ୍ରମାନେ ଥିଲେ: ହମ୍ରଣ, ଇ‌ଶ୍‌ବନ୍, ଯିଥ୍ରନ୍ ଓ କରାଣ।


ଇସ୍ରାଏଲର ରାଜାଗଣଙ୍କର ବହୁ ପୂର୍ବରୁ ଇଦୋମର ରାଜାମାନେ ଥିଲେ। ଇଦୋମର ରାଜାଗଣଙ୍କର ନାମ ଏହିପରି ଥିଲା: ବିୟୋରଙ୍କର ପୁତ୍ର ବେଲା ପ୍ରଥମ ରାଜା ଥିଲେ। ବେଲାଙ୍କର ନଗରର ନାମ ଥିଲା, ଦି‌ନ୍‌ହାବା।


Swiv nou:

Piblisite


Piblisite