Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:43 - ପବିତ୍ର ବାଇବଲ

43 ଇସ୍ରାଏଲର ରାଜାଗଣଙ୍କର ବହୁ ପୂର୍ବରୁ ଇଦୋମର ରାଜାମାନେ ଥିଲେ। ଇଦୋମର ରାଜାଗଣଙ୍କର ନାମ ଏହିପରି ଥିଲା: ବିୟୋରଙ୍କର ପୁତ୍ର ବେଲା ପ୍ରଥମ ରାଜା ଥିଲେ। ବେଲାଙ୍କର ନଗରର ନାମ ଥିଲା, ଦି‌ନ୍‌ହାବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ଵ କରିଥିଲେ; ବୀୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା।

Gade chapit la Kopi

ଓଡିଆ ବାଇବେଲ

43 ଇସ୍ରାଏଲ ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।

Gade chapit la Kopi




1 ବଂଶାବଳୀ 1:43
5 Referans Kwoze  

ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ୱୟ ମଧ୍ୟରୁ ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ। ତା'ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଏତ୍‌ସରଙ୍କର ପୁତ୍ରମାନେ ଥିଲେ: ବି‌ଲ୍‌ହନ୍, ସାବନ୍ ଓ ଯାକନ୍। ଦୀଶନର ପୁତ୍ରମାନେ ଥିଲେ: ଊସ୍ ଓ ଅରାଣ।


ପୁଣି ସେମାନେ ମଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite