Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:48 - ପବିତ୍ର ବାଇବଲ

48 ସମ୍ଳଙ୍କ ମୃତ୍ୟୁ ପରେ ଶୌଲ୍ ନୂତନ ରାଜା ହେଲେ। ଶୌଲ୍ ଫରାତ୍ ନଦୀ କୂଳସ୍ଥ ରହୋବୋତରୁ ଆସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ପୁଣି ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ୍ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

48 ପୁଣି, ସମ୍ଳ ମରନ୍ତେ, (ଫରାତ୍‍) ନଦୀ ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ପୁଣି, ସମ୍ଳ ମରନ୍ତେ, (ଫରାତ୍‍) ନଦୀ ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।

Gade chapit la Kopi




1 ବଂଶାବଳୀ 1:48
3 Referans Kwoze  

ଏହା ପରେ ସମ୍ଳର ମୃତ୍ୟୁପରେ ଫରାତ୍ ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲେ।


ହଦ‌ଦଙ୍କର ମୃତ୍ୟୁ ପରେ ସମ୍ଳ ନୂତନ ରାଜା ହେଲେ। ଏହି ସମ୍ଳ ମସ୍ରେକାରୁ ଆସିଥିଲେ।


ଶୌଲଙ୍କର ମୃତ୍ୟୁ ପରେ ଅ‌କ୍‌ବୋରଙ୍କ ପୁତ୍ର ବା‌ଲ୍‌ହାନନ୍ ନୂତନ ରାଜା ହେଲେ।


Swiv nou:

Piblisite


Piblisite